ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଅଟୋ-ଟ୍ରାକ୍ଟର ମୁହାଁମୁହିଁ ଧକ୍କା: ୫ଗୁରୁତର, ୨ ଆହତ

Published By : Harapriya Sethi | June 9, 2025 2:06 PM

ଷିପୁରା,୦୯/୦୬: କେନ୍ଦୁଝର ଜିଲ୍ଲା ୨୦ ନଂ ଜାତୀୟ ରାଜପଥ ହସନପୁର ଟୋଲ୍ ପ୍ଲାଜା ନିକଟରେ ଦୁର୍ଘଟଣା । ଅଟୋ ସହ ମୁହାଁମୁହିଁ ଧକ୍କା ହେଲା ଟ୍ରାକ୍ଟର । ଏହି ଦୁର୍ଘଟଣାରେ କଲିକତାର ୫ଜଣ ଗୁରୁତର ହୋଇଥିବା ବେଳେ ୨ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । 

ସୂଚନା ମୁତାବକ, ସୋମବାର ସକାଳୁ କଲିକତା ଅଞ୍ଚଳର ୭ରୁ ଉର୍ଦ୍ଧ୍ୱ ପର୍ଯ୍ୟଟକ ଘଟଗାଁ ମା' ତାରିଣୀଙ୍କ ଦର୍ଶନ ପାଇଁ ଆସିଥିଲେ । ଦର୍ଶନ ସାରି ଅଟୋ ଯୋଗେ ଯାଜପୁର ରେଳଷ୍ଟେସନକୁ ଯାଉଥିଲେ । ଷ୍ଟେସନକୁ ଯିବା ବେଳେ ହସନପୁର ଟୋଲ୍ ପ୍ଲାଜା ନିକଟରେ ଉକ୍ତ ଅଟୋକୁ ସମ୍ନାରୁ ଆସୁଥିବା ଏକ ଟ୍ରାକ୍ଟର ଧକ୍କା ଦେଇଥିଲା । ଫଳରେ ୫ଜଣ ଯାତ୍ରୀ ଗୁରୁତର ହୋଇଥିବା ବେଳେ ୨ ଜଣ ଆହତ ହୋଇଥିଲେ। ସମସ୍ତଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.