ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଯୁବକଙ୍କ ମୃତଦେହ ଉଦ୍ଧାର

Published By : Suraj Kumar | May 29, 2025 10:03 PM

ଗଜପତି, ୨୯।୫ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ଗାନ୍ଧି ନଗର ଦ୍ଵିତୀୟ ଲାଇନରେ ଜଣେ ଯୁବକଙ୍କ  ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣକ ହେଲେ ୪୪ ବର୍ଷୀୟ ସଞ୍ଜୟ ରଥ । 

ଘରେ କେହି ନଥିବା ବେଳେ କୌଣସି ଏକ କାରଣରୁ ଯୁବକ ଜଣଙ୍କ ଆତ୍ମହତ୍ୟା ଉଦ୍ୟମ କରିଥିଲେ।  ପରେ ଘର ଲୋକେ ଏହା ଦେଖି ସଞ୍ଜୟଙ୍କୁ ଉଦ୍ଧାର କରି ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ପହଞ୍ଚି ଯୁବକଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣି ଥିଲେ ହେଁ ଡାକ୍ତର ମୃତ ଘୋଷଣା କରିଥିଲେ। ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଅଧିକ ତଦନ୍ତ କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.