ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର, ଆବଶ୍ୟକ ପଦକ୍ଷେପ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ

Published By : Krishna Priya | May 13, 2025 2:19 PM

ଦେବଗଡ଼ ୧୩/୦୫: ବାରକୋଟ ବ୍ଲକ ସମ୍ମିଳନୀ କକ୍ଷ ଠାରେ ମଙ୍ଗଳବାର ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଯୋଗଦେଇ ୨୧ ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ମଧ୍ୟରେ ୯ଟି ବ୍ୟକ୍ତିଗତ ଏବଂ ୧୨ଟି ସାମୁହିକ ଅଭିଯୋଗ ହୋଇଥିବା ଜଣାପଡିଛି ।  ବିଶେଷ କରି ମେଗାଲିଫ୍ଟ ପ୍ରୋଜେକ୍ଟ ରାସ୍ତା ଘାଟ ମରାମତି,ବାର୍ଦ୍ଧକ୍ୟ ଭତ୍ତା ପେନସନ ଓ ଜମି ହିହ୍ନଟ l 

ତେବେ ଅଭିଯୋଗଗୁଡିକ ଶୁଣିବା ପରେ ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ  ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର , ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ରାଜେନ୍ଦ୍ର କୁମାର ମିଜ୍,ଉପଜ଼ିଲ୍ଲାପାଳ ପରକ୍ଷିତ ସାହୁ, ସହକାରୀ ଜିଲ୍ଲାପାଳ ହେମନ୍ତ  ସିଂ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶିଧେଶ୍ୱର ନାୟକ,ବାରକୋଟ ତହସିଲଦାର ରବୀନ୍ଦ୍ର କୁମାର ନାୟକ ସମେତ ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.