ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ ; ୮ ହଜାର ଲାଞ୍ଚ ନେଲାବେଳେ ଧରା ପଡ଼ିଲେ

Published By : Gurupada Nath | June 10, 2025 5:41 PM

ଜୟପୁର,୧୦/୬ : ଭିଜିଲାନ୍ସ ପଞ୍ଝାରେ ଲମତାପୁଟ ବ୍ଲକ ଯନ୍ତ୍ରୀ ଶୁଚିସ୍ମିତା ପରିଝା। ଲମତାପୁଟ ବ୍ଲକ ଉମ୍ବେଲ ପଞ୍ଚାୟତରେ ମନରେଗା ଯୋଜନାର ଘାଟ କଟିଙ୍କ ବାବଦକୁ ଲେବର ବିଲ୍ କରି ଦେବାକୁ ମାଷ୍ଟର ରୁଲରେ ହସ୍ତାକ୍ଷର କରିବା ପାଇଁ ୮ହଜାର ଲାଞ୍ଚ ନେବାବେଳେ ଜୟପୁର ଭିଜାଲାନ୍ସ ଚଢଉ କରିଛି । 

୩ଜଣ ଡିଏସପି ଏବଂ ଦୁଇ ଜଣ ଇନ୍ସପେକ୍ଟର ମିଳିତ ଚଢଉ କରି ସମ୍ପୃକ୍ତ ଯନ୍ତ୍ରୀଙ୍କୁ ଧରିଛନ୍ତି । ତାଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛନ୍ତି l ଯନ୍ତ୍ରୀଙ୍କ ସେମିଲିଗୁଡ଼ା, ଭୁବନେଶ୍ୱର ଘର ସମେତ ୩ଟି ସ୍ଥାନରେ ଏକକାଳୀନ ଚଢଉ କରାଯଇଥିବା ସୂଚନା ମିଳିଛି l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.