ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ପୁଅର ମରଣାନ୍ତକ ଆକ୍ରମଣରେ ବାପା ଜୀବନ ହାରିଲେ

Published By : Suraj Kumar | June 14, 2025 10:47 PM

ଝାରପୋଖରିଆ, ୧୪।୦୬ :  ପୁଅର ମରଣାନ୍ତକ ଆକ୍ରମଣରେ ବାପାର ଜୀବନ ଗଲା। ଝାରପୋଖରିଆ ଥାନା ଅନ୍ତର୍ଗତ ଦିଗାରିଶୋଳ ଗ୍ରାମରେ ଏପରି ଘଟଣା  ଘଟିଛି।  ମୃତକ ଜଣକ ହେଲେ ଜଟିଆ ମୁଣ୍ଡା ।

ଝାରପୋଖରିଆ ଥାନା ଅନ୍ତର୍ଗତ ଦିଗାରିଶୋଳ ଗ୍ରାମର ଜଟିଆ ମୁଣ୍ଡାଙ୍କୁ ଗୁରୁବାର ଦିନ ସକାଳେ ତାଙ୍କ ବଡପୁଅ ଚନ୍ଦନ ମୁଣ୍ଡାଙ୍କ ମରଣାନ୍ତକ ଆକ୍ରମଣ କରିଥିଲା। ଏଥିରେ ଜଟିଆ ଗୁରୁତର ହୋଇଥିଲେ। ଚିକିତ୍ସିତ ଅବସ୍ଥାରେ ଜଟିଆଙ୍କ ଶନିବାର ମୃତ୍ୟୁ ଘଟିଛି।  ସାନ ପୁଅ ସାଗର ମୁଣ୍ଡାର ଅଭିଯୋଗ ପରେ ପୋଲିସ ମାମଲା ରୁଜୁ କରି ଚନ୍ଦନଙ୍କୁ ଗିରଫ କରି ତଦନ୍ତ ଜାରୀ ରଖିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.