ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଚାଷ ଜମିକୁ କାମ କରିବାକୁ ଯାଇଥିଲେ, ବଜ୍ରପାତରେ ଚାଲିଗଲା ନାବାଳିକା ଜୀବନ

Published By : Suraj Kumar | June 15, 2025 8:48 PM

image source : Business Insider

ବେଲପଡା,୧୫/୦୬ (ଆପ୍ର) : ବଲାଙ୍ଗୀର ଜିଲ୍ଲା ବେଲପଡା ବ୍ଳକ ଅନ୍ତର୍ଗତ ଥୁଡିବାହାଲ ଗ୍ରାମରେ ଜଣେ ନାବାଳିକାଙ୍କ ବ୍ରଜାଘାତରେ ମୃତ୍ୟୁ ହୋଇଛି । ମୃତ ନାବାଳିକା ଜଣକ ହେଲେ ବଂଶୀ ପୁଟେଲଙ୍କ ଝିଅ ନିତା ପୁଟେଲ (୧୭ ) । 

ନିତା ପଡାର  ଜଣେ ବ୍ୟକ୍ତିଙ୍କ କପା ଚାଷ ଜମିକୁ କାମ କରିବାକୁ ଯାଇଥିଲେ । ମଧ୍ୟାହ୍ନ ବେଲେ ଘରକୁ ଖାଇ ଆସୁଥିବାବେଳେ ବ୍ରଜପାତରେ ତାଙ୍କର ମୃତ୍ୟୁ ହୋଇଥିଲା । ସେଠାରୁ ତାଙ୍କୁ ଉଦ୍ଧାର କରି ବୋଲପଡା ଡାକ୍ତରଖାନାକୁ ପରିବାର ଲୋକେ ଆଣିଥିଲେ । ଡାକ୍ତର ପରୀକ୍ଷାନିରୀକ୍ଷା ପରେ ତାଙ୍କର ମୃତ୍ୟୁ ହୋଇଥିବାପ୍ରକାଶ କରିଥିଲେ । ଏହାପରେ ପରିବାର ଲୋକେ ବେଲପଡା ଥାନାରେ ଲିଖିତ ଅଭିଯୋଗ ପରେ ପୁଲିସ ତଦନ୍ତ ଚଲାଇଛି । ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ପୁଲିସ ହସ୍ତାନ୍ତର କରିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.