ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଓଡିଶା ଜନଗଣନା ନିର୍ଦ୍ଦେଶକ ହେଲେ ଆଇଏଏସ ନିଖିଲ ପୱନ କଲ୍ୟାଣ

Published By : Suraj Kumar | June 2, 2025 8:55 PM

ଭୁବନେଶ୍ବର୨।୬ : ରାଜ୍ୟ ଜନଗଣନା ପରିଚାଳନା ନିର୍ଦ୍ଦେଶକ ଏବଂ ନାଗରିକ ପଞ୍ଜିକରଣ ନିର୍ଦ୍ଦେଶକ ଭାବେ  ନିଖିଳ ପୱନ କଲ୍ୟାଣଙ୍କୁ ନିଯୁକ୍ତି ଦିଆଯାଇଛି । ୨୦୧୨ ବ୍ୟାଚ୍  ଆଇଏଏସ୍ ହେଉଛନ୍ତି ନିଖିଲ ପଓ୍ବନ କଲ୍ୟାଣ। ସେ  ଏବେ ରାଜ୍ୟ ମୃତ୍ତିକା ସଂରକ୍ଷଣ ଓ ଉଦ୍ୟାନ କୃଷି ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଅଛନ୍ତି । 

କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ସୋମବାର ରାଜ୍ୟ ମୁଖ୍ୟ ସଚିବଙ୍କୁ ଏ ନେଇ  ଚିଠି କରାଯାଇଛି। ଏଥିରେ  ଆଇଏଏସ୍ ନିଖିଳ ପୱନ କଲ୍ୟାଣଙ୍କୁ ଓଡ଼ିଶାର ଜନଗଣନା କାର୍ଯ୍ୟକ୍ରମ ଓ ନାଗରିକ ପଞ୍ଜିକରଣ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଥିବା ନେଇ ଅବଗତ କରାଇଛନ୍ତି । ଶ୍ରୀ କଲ୍ୟାଣ ୨୦୨୫ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଅଥବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି ଦାୟିତ୍ୱରେ ରହିବେ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.