ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଜୁନ୍‌ ୨୬ରେ ମହାସଂଯୋଗ; ଚମକିବ ଏହି ୫ ରାଶିଙ୍କ ଭାଗ୍ୟ...

Published By : Harapriya Sethi | June 15, 2025 6:50 AM

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଖୁବ୍‌ ଶୀଘ୍ର ମିଥୁନ ରାଶିରେ ଚର୍ତୁଗ୍ରହୀ ଯୋଗ ହେବାକୁ ଯାଉଛି । ୨୬ ଜୁନ୍‌ ୨୦୨୫ରେ ସୂର୍ଯ୍ୟ, ବୁଧ, ଗୁରୁ ଓ ଚନ୍ଦ୍ରମା ଏକାଠି ହୋଇ ଚର୍ତୁଗ୍ରହୀ ଯୋଗ ସୃଷ୍ଟି ହେବାକୁ ଯାଉଛି । ଏହାକୁ ଅତ୍ୟନ୍ତ ଶୁଭ ସଂଯୋଗ ବୋଲି କୁହାଯାଏ । ଜାଣନ୍ତୁ ଏହି ଯୋଗ ଫଳରେ କେଉଁ କେଉଁ ରାଶି ବ୍ୟକ୍ତି ବିଶେଷ ଭାଗ୍ୟଶାଳୀ ହେବେ..

ବୃଷ- ଏହି ଯୋଗ ଆପଣଙ୍କ ପାଇଁ ସୌଭାଗ୍ୟ ଆଣିବ । ଲୋକପ୍ରିୟତା ବୃଦ୍ଧି ହେବ । ପୈତୃକ ସମ୍ପତ୍ତି ଓ ବ୍ୟବସାୟରେ ଖୁବ୍‌ ଲାଭ ମିଳିବ । ଆର୍ଥିକ ଉନ୍ନତି ହେବ । ପରିବାରରେ ହସଖୁସି ଓ ଶାନ୍ତିର ବାତାବରଣ ରହିବ । ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ ।

ମିଥୁନ- ଜୀବନରେ ହଠାତ୍‌ ବଡ ପରିବର୍ତ୍ତନ ହେବ । କର୍ମକ୍ଷେତ୍ର, ବ୍ୟବସାୟରେ ବଡ ଲାଭ ମିଳିବ । ଅବିବାହିତ ଯୁବକ ଯୁବତୀଙ୍କ ବିବାହର ଯୋଗ ରହିଛି । ସୁଖସମୃଦ୍ଧି ବୃଦ୍ଧି ହେବ । ଶୁଭ  ଖବର ମିଳିବ । ବିଭିନ୍ନ କ୍ଷେତ୍ରରେ ଲାଭ ମିଳିବ । ଦୀର୍ଘ ଦିନରୁ ଅଟକି ଥିବା କାମ ପୂରଣ ହେବ ।

ସିଂହ- ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଦୀର୍ଘଦିନରୁ ଲାଗି ରହିଥିବା ସମସ୍ୟା ଦୂର ହେବ । ଆୟରେ ବୃଦ୍ଧି ହେବ । ଶିକ୍ଷା, ପ୍ରେମ, ଦାମ୍ପତ୍ୟ ଜୀବନ ସୁଖମୟ ହେବ । ହଠାତ୍‌ ଧନ ବୃଦ୍ଧି ହେବ । ପରିବାରରେ ହସଖୁସିର ବାତାବରଣ ରହିବ । ସହକର୍ମୀଙ୍କ ସହଯୋଗ ମିଳିବ ।

ତୁଳା- ଅନେକ କ୍ଷେତ୍ରରେ ଉନ୍ନତି ହେବ । ପରିଶ୍ରମର ଫଳ ମିଳିବ । ପରିବାରରେ ସୁଖଶାନ୍ତିର ବାତାବରଣ ରହିବ । ଧାର୍ମିକ ଯାତ୍ରାର ଯୋଗ ରହିଛି । କର୍ମକ୍ଷେତ୍ରରେ ବଡ ଲାଭ ମିଳିବ । ସଠିକ୍‌ ନିଷ୍ପତ୍ତି ନେବେ । ଚିନ୍ତା ଦୂର ହେବ ।

କୁମ୍ଭ- ନୂଆ ଉପଲବ୍ଧି ହାସଲ କରିବେ । ଅନେକ ଯୋଜନାରେ ସଫଳତା ମିଳିବ । ଉଚ୍ଚ ପଦ ମିଳିବ । ଜୀବନରେ ନୂଆ ଖୁସି ଆସିବ । ସନ୍ତାନ ପକ୍ଷରୁ ଖୁସି ମିଳିବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଚାକିରିରେ ପଦନ୍ନୋତିର ଯୋଗ ରହିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.