ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ମହାଲକ୍ଷ୍ମୀ ରାଜଯୋଗ: ଏହି ୩ ରାଶିଙ୍କ ଜୀବନରେ ହେବ ବଡ଼ ପରିବର୍ତ୍ତନ

Published By : Harapriya Sethi | June 13, 2025 6:43 AM

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମହାଲକ୍ଷ୍ମୀ ରାଜଯୋଗ ସୃଷ୍ଟି ହୋଇଛି । ଏହି ଯୋଗ ଫଳରେ ଅନେକ ରାଶି ଲାଭବାନ୍‌ ହେବେ । ଗ୍ରହଙ୍କ ସେନାପତି ମଙ୍ଗଳ ସିଂହ ରାଶିରେ ରହିଛନ୍ତି । ୯ ଜୁନ୍‌ରେ ମଙ୍ଗଳ ଗ୍ରହ ସକାଳ ୮ଟା ୫୦ ମିନିଟ୍‌ରେ ବିଛା ରାଶିରେ ପ୍ରବେଶ କରିଛନ୍ତି । ଫଳରେ ମହାଲକ୍ଷ୍ମୀ ରାଜଯୋଗ ସୃଷ୍ଟି ହୋଇଛି । ଏହି ଯୋଗର ପ୍ରଭାବ ସମସ୍ତ ରାଶି ଉପରେ ପଡିଲେ ମଧ୍ୟ କିଛି ରାଶିଙ୍କ ଭାଗ୍ୟ ବଦଳିଯିବ ।

ମିଥୁନ- କର୍ମକ୍ଷେତ୍ରରେ ବଡ ଲାଭ ମିଳିବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଧନ ଲାଭର ଯୋଗ ରହିଛି । ଧନ ସଞ୍ଚୟ କରିବେ । ପରିଶ୍ରମର ସମ୍ପୂର୍ଣ୍ଣ ଫଳ ମିଳିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ସିଂହ- ଜୀବନରେ ଅନେକ ସଫଳତା ମିଳିବ । ସକରାତ୍ମକ ପରିବର୍ତ୍ତନ ହେବ । କର୍ମକ୍ଷେତ୍ରରେ ଉନ୍ନତି ହେବ । ଯାତ୍ରାର ଯୋଗ ରହିଛି । ଜୀବନରେ ହସଖୁସି ବୃଦ୍ଧି ହେବ । ଆର୍ଥିକ ସ୍ଥିତି ମଜଭୁତ ହେବ ।

ତୁଳା- ଏହି ରାଶିଙ୍କୁ ବଡ ଲାଭ ମିଳିବ । ସଫଳତାର ରାସ୍ତା ଖୋଲିବ । ଜୀବନରେ ଖୁସି ରହିବ । ପରିବାରରେ ହସଖୁସିର ବାତାବରଣ ରହିବ । ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ । ନୂଆ ଚାକିରି ମିଳିବ । ପୈତୃକ ସମ୍ପତ୍ତିରୁ ଲାଭବାନ୍‌ ହେବେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.