ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ତାଳସାରୀ ପାନ୍ଥନିବାସରେ ରଜ ପାଳନ

Published By : Rasmita Pradhan | June 14, 2025 12:37 PM

ଚନ୍ଦନେଶ୍ୱର, ୧୪/୬ : ତାଳସାରୀରେ ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗର ପାନ୍ଥନିବାସରେ ଶନିବାର ରଜପର୍ବ ପାଳନ କରାଯାଉଛି। ବିଭିନ୍ନ ରାଜ୍ୟରୁ ଆସିଥିବା ପର୍ଯ୍ୟଟକମାନେ ଓଡ଼ିଆ ସଂସ୍କୃତିର ଏହି ମହାନ୍ ପର୍ବକୁ ବେଶ୍ ଉପଭୋଗ କରିଛନ୍ତି। ଏହି ଅବସରରେ ପର୍ଯ୍ୟଟକମାନଙ୍କ ପାଇଁ ବିଭିନ୍ନ ପ୍ରକାର ପିଠା, ମିଠା, ବହୁ ପାରମ୍ପରିକ ଖାଦ୍ୟର ବ୍ୟବସ୍ଥା କରାଯାଇଛି।

ପାନ୍ଥନିବାସ ପରିସରରେ ସୁସଜ୍ଜିତ ଦୋଳି ପ୍ରସ୍ତୁତ କରାଯାଇଛି। ପର୍ଯ୍ୟଟକମାନେ ଦୋଳି ଖେଳି ମଜା ନେଉଛନ୍ତି। ପର୍ଯ୍ୟଟକମାନଙ୍କୁ ଓଡ଼ିଶାର ଖାଦ୍ୟ ସଂସ୍କୃତି ସହିତ ପରିଚିତ କରାଇବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମ ୩ ଦିନ ଧରି ଚାଲିବ ବୋଲି ସୂଚନା ମିଳିଛି।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.