ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ପରିତ୍ୟକ୍ତ କୂଅରୁ ବଳଦ ଉଦ୍ଧାର

Published By : Suraj Kumar | June 10, 2025 11:26 PM

ମାଣତ୍ରୀ,୧୦।୬ (ଆପ୍ର). ବଡ଼ସାହି ଥାନା ଅନ୍ତର୍ଗତ ଚନ୍ଦନପୁର ପଞ୍ଚାୟତ ମହୁପୁରା ଗ୍ରାମ ରେ ଏକ ପରିତ୍ୟକ୍ତ କୂଅରୁ ବଳଦ ଉଦ୍ଧାର କରାଯାଇଛି।   ଏହି ବଳଦକୁ ବଡ଼ସାହି ଅଗ୍ନିଶମ ବାହିନୀ  ଉଦ୍ଧାର କରିଥିଲେ।

 ସୂଚନା ମୁତାବକ ମହୁପୁରା ଗ୍ରାମର ପୂର୍ଣ୍ଣଚନ୍ଦ୍ର ମହାନ୍ତ ପ୍ରତି ଦିନ ପରି ମଙ୍ଗଳବାର ମଧ୍ୟ ବଳଦ ଗୁଡିକୁ ଚରିବା ପାଇଁ ଛାଡି ଦେଇଥିଲେ ।କିନ୍ତୁ ଚରି ଫେରିବା ସମୟରେ ସେହି ଗ୍ରାମର ଜଗନ୍ନାଥ ମହାନ୍ତଙ୍କର ପରିତ୍ୟକ୍ତ କୂଅରେ  ପଡି ଯାଇଥିଲେ। ଫଳରେ ସେହିଠାରେ ଏକ ଅଦଦ୍ଭୁତ ଶବ୍ଦ ହେବାରୁ ସେଠାକୁ କିଛି ଗ୍ରାମବାସି ଦୌଡି ଯାଇଥିଲେ। ସେହି ପରିତ୍ୟକ୍ତ କୂଅରେ ଏକ ବଳଦ ପଡିଯାଇଥିବା ଦେଖି ଥିଲେ। ଗ୍ରାମବାସୀ ଏହି ବଳଦକୁ ଉଦ୍ଧାର କରିବାପାଇଁ ଚେଷ୍ଟା କରିଥିଲେ ମଧ୍ୟ ବିଫଳ ହୋଇଥିଲେ।ପରେ ପୁଣି ବଡ଼ସାହି ଅଗ୍ନିଶମ ବିଭାଗକୁ ଖବର କରିଥିଲେ । ଅଗ୍ନିଶମ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ବଳଦ ଟିକୁ ଉଦ୍ଧାର କରିଥିଲେ।କିନ୍ତୁ ସେତେବେଳକୁ ବଳଦଟି ମରିଯାଇଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.