ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ବିଜେଡି ଛାଡି ବିଜେପିରେ ଯୋଗ ଦେଲେ ତେନ୍ତୁଳିଖୁଣ୍ଟି ବ୍ଳକ ଅଧ୍ୟକ୍ଷା, ଉପାଧ୍ୟକ୍ଷ

Published By : Suraj Kumar | June 9, 2025 11:27 PM

ନବରଙ୍ଗପୁର,୯/୬(ଆପ୍ର): ତେନ୍ତୁଳିଖୁଣ୍ଟି ବ୍ଳକ ରାଜନୀତିରେ ଘଡିକେ ଘଡା ଛୁଟୁଛି। ବ୍ଳକ ଅଧ୍ୟକ୍ଷା ନିଳେନ୍ଦ୍ରୀ ନାୟକ ବିଜେଡି ଛାଡି ବିଜେପିରେ ସାମିଲ ହୋଇଛନ୍ତି। କେବଳ ବ୍ଳକ ଅଧ୍ୟକ୍ଷା ନୁହନ୍ତି, ବ୍ଳକ ଉପାଧ୍ୟକ୍ଷ ରାଜେନ୍ଦ୍ର ଵିଷୋୟୀଙ୍କ ସମେତ ଦୁଇଜଣ ସମିତି ସଭ୍ୟ ବିଦୁସ୍ମିତା ଜାନୀ,ବସନ୍ତ ସିଗରିଆ,ଜଣେ ଭାରପ୍ରାପ୍ତ ସରପଞ୍ଚ ତ୍ରୀପତି ମହାନ୍ତିଙ୍କ ସମେତ ୬ ଜଣ   ବିଜେଡି ନେତା ଓ କର୍ମୀ ବିଜେପିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି।

 ସୋମବାର  ଭୂଵନେଶ୍ଵର ସ୍ଥିତ ବିଜେପିର ରାଜ୍ୟ କାର୍ଯ୍ୟାଳୟରେ ବିଜେପି ରାଜ୍ୟ ଅଧ୍ୟକ୍ଷ  ମନମୋହନ  ସାମଲ , ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ, ନବରଙ୍ଗପୁର ବିଧାୟକ  ଗୌରୀଶଙ୍କର ମାଝୀଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି। ସାଂସଦ ଓ ବିଧାୟକ ସମସ୍ତଙ୍କୁ ବିଜେପି ଦଳକୁ ସ୍ବାଗତ କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.