ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଦୁଇ ବ୍ରାଉନସୁଗର ବେପାରୀ ଗିରଫ, ବ୍ରାଉନସୁଗର ସହ ଗାଡି ଜବତ…

Published By : Ladu Kishor | June 11, 2025 6:45 PM

କଟକ ୧୧। ୬: ମହାନଦୀ ପଠା କଟକ ଇନ କଟକ ପାଖରୁ କ୍ୟାଣ୍ଟନମେଣ୍ଟ ଥାନା ପୁଲିସ ଦୁଇ ଜଣ ବ୍ରାଉନସୁଗର ବେପାରୀଙ୍କୁ ଗିରଫ କରିଛି। ଗିରଫଦାରୀ ସମୟରେ ପୁଲିସ ଅଭିଯୁକ୍ତ ଦ୍ଵୟଙ୍କ ଠାରୁ  ୮ ଗ୍ରାମ ବ୍ରାଉନସୁଗର,ଗୋଟିଏ ବାଇକ, ୨ଟି ମୋବାଇଲ ଫୋନ ଏବଂ ୨ ହଜାର ୯୫୦ ଟଙ୍କା ଜବତ କରିଛି। ଜବତ ବ୍ରାଉସୁଗରର ମୂଲ୍ୟ ୫୦ ହଜାର ଟଙ୍କା ହେବ । ତେବେ ଏହି ବେଆଇନ ନିଶା କାରବାରରେ ଗିରଫ ହୋଇଥିବା ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ହେଲେ ଜଗତସିଂହପୁର ଜିଲ୍ଲା ନାଉଗାଁ ଥାନା ପାଟେଣି ଗାଁ ଅଞ୍ଚଳର ଜ୍ଞାନରଞ୍ଜନ ମୁଦୁଲି (୨୩)। ଗିରଫ ଅଭିଯୁକ୍ତ ଦ୍ୱୟ ଦୀର୍ଘଦିନ ହେଲା କଟକ ସହରରେ ବେପାର କରି ଆସୁଥିଲେ ବୋଲି ପୁଲିସ କହିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.