ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଚାଉଁରପୁର ଦ୍ବିତୀୟ ସେତୁରେ ଚପଲ ରଖି ଡେଇଁପଡିଲେ ମହିଳା, ଆତ୍ମହତ୍ୟାର କାରଣ ଅସ୍ପଷ୍ଟ

Published By : Prameya | March 10, 2025 3:20 PM

ଭୁବନେଶ୍ୱର ୧୦/୦୩: ଆତ୍ମହତ୍ୟାର ହଟ୍‌ସ୍ପଟ ପାଲଟିଛି ମହାନଦୀ ବ୍ରିଜ୍। ଚାଉଁରପୁର ଦ୍ବିତୀୟ ସେତୁ ଉପରେ ଚପଲ ରଖି ଡେଇଁପଡିଲେ ମହିଳା। ଘଟଣାସ୍ଥଳରେ ଚାଲିଗଲା ମହିଳାଙ୍କ ଜୀବନ। ତେବେ କାହିଁକି ଡେଇଁଲେ କାରଣ ଅସ୍ପଷ୍ଟ ରହିଥିବା ବେଳେ ମହିଳାଙ୍କ ପରିଚୟ ମିଳିନି। ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ତେବେ ବ୍ରିଜ ଉପରେ ଆତ୍ମହତ୍ୟା ବଢୁଥିବା କାରଣରୁ ସୁରକ୍ଷା ବୃଦ୍ଧି ପାଇଁ ସାଧାରଣରେ ଦାବି ଉଠିଛି।

ସୂଚନା ମୁତାବକ, ସେମାବର ସମ୍ବଲପୁରର ଚାଉଁପୁର ଦ୍ବିତୀୟ ସେତୁରୁ ଜଣେ ମହିଳା ଆତ୍ମହତ୍ୟା କରିଛନ୍ତି। ତେବେ ଆତ୍ମହତ୍ୟା ପଛରେ କଣ କାରଣ ରହିଛି ତାହା ଜଣାପଡିନାହିଁ। ବ୍ରିଜ୍ ଉପରେ ପଡିଥିବା ଚପଲ ଜବତ କରିଥିବା ବେଳେ ମୃତଦେହ ଉଦ୍ଧାର ପରେ ବ୍ୟବଚ୍ଛେଦ ପାଇଁ ପଠାଯିବ ବୋଲି ସୂଚନା ମିଳିଛି। ସେପଟେ ଆଗରୁ ମଧ୍ୟ ଅନେକ ମହିଳା ଏହି ବ୍ରିଜରୁ ଡେଇଁଥିବା ବେଳେ ଆତ୍ମହତ୍ୟାର ହଟ୍ ସ୍ପଟ ପାଲଟିଗଲାଣି ଏହି ବ୍ରିଜ। ଏହା ରୋକିବା ସାଧାରଣରେ ଦାବି ଉଠିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.